"ଦେଖ ମୁଁ ଯାଉଛି ସରି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
" == ଦେଖ ମୁଁ ଯାଉଛି ସରି । ==..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧ କ ଧାଡ଼ି:
{{header
== ଦେଖ ମୁଁ ଯାଉଛି ସରି । ==
| title= <big>ଦେଖ ମୁଁ ଯାଉଛି ସରି</big>
| author= ଭୀମ ଭୋଇ
| translator =
| section = ଦେଖ ମୁଁ ଯାଉଛି ସରି
| previous= [[ରୂପରେଖ ନାହିଁ ହେ ଶୂନ୍ୟଦେହୀ]]
| next = <!--[[]]-->
| year =
| notes=
}}
 
<center>
=== କବି - ଭୀମଭୋଇ ===
== {{larger|ଦେଖ ମୁଁ ଯାଉଛି ସରି । ==}}
<poem>
 
ଦେଖ ମୁଁ ଯାଉଛି ସରି କ୍ଷୀରୋଦ ସିନ୍ଧୁ ବେହାରୀ
ଏକ ପାଦ ବିନ୍ଦ ଧ୍ୟାୟୀ ଜୀବନ୍ତେ ଅଛି ନ ମରି ।୧।
ଏଡେ ବଡ ପ୍ରଭୁ ଥାଇ ନିରେଖ ହେଉଛି ମୁହିଁ
ଚାତକ ପରାଏ ଚାହିଁ ଶ୍ରୀଗୁରୁଙ୍କୁ ଅନୁସରି ।୨।
 
ଏଡେ ବଡ ପ୍ରଭୁ ଥାଇ ନିରେଖ ହେଉଛି ମୁହିଁ
ସମୁଦ୍ର ପରାଏ ଆଶା ମନରେ କରି ଭରସା
ଚାତକ ପରାଏ ଚାହିଁ ଶ୍ରୀଗୁରୁଙ୍କୁ ଅନୁସରି ।୨।
ଫେଡ ମୋ ଅଖିଳ ଦଶା ଅନ୍ତର୍ଗତେ ଦୟା କରି । ୩।
 
ସମୁଦ୍ର ପରାଏ ଆଶା ମନରେ କରି ଭରସା
ଗଳାରେ ବାନ୍ଧି ବନ୍ଧନ ଦନ୍ତରେ ଧରି ତିରଣ
ଫେଡଫେଡ଼ ମୋ ଅଖିଳ ଦଶା ଅନ୍ତର୍ଗତେ ଦୟା କରି । ୩।
ପାଦେ ପଶୁଛି ଶରଣ ବେନି ହସ୍ତ ଯୋଡି କରି ।୪।
 
ଗଳାରେ ବାନ୍ଧି ବନ୍ଧନ ଦନ୍ତରେ ଧରି ତିରଣ
ଶ୍ରୀଗୁରୁ ଯେମନ୍ତେ ସତ ରଖିବ ମାନମହତ୍ତ୍ୱ
ପାଦେ ପଶୁଛି ଶରଣ ବେନି ହସ୍ତ ଯୋଡି କରି ।୪।
ଭଣେ ଭୀମ ଅରକ୍ଷିତ ନିଶ୍ଚୟେ ମୁଁ ଯିବି ତରି। ୫।
ଶ୍ରୀଗୁରୁ ଯେମନ୍ତେ ସତ ରଖିବ ମାନମହତ୍ତ୍ୱ
ଭଣେ ଭୀମ ଅରକ୍ଷିତ ନିଶ୍ଚୟେ ମୁଁ ଯିବି ତରି। ୫।
</poem>
</center>