"ସାବିତ୍ରୀ ଓଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ସଜଡ଼ା ଗଲା
ଟାଇପ କରା ତଥ୍ୟ
୩୪ କ ଧାଡ଼ି:
କୋଳରେ ନଥିଲେ ସନ୍ତାନ । ପୂର୍ଣ୍ଣତା ନଲଭେ ଜୀବନ ।।
ରାଜାରାଣୀ ଯେ ଦୁଃଖେ ଥିଲେ । ଏଥକୁ ଉପାୟ ଚିନ୍ତିଲେ ।।
ସାଧୁ ପ¨ିତପଣ୍ଡିତ ମତ ନେଲେ । ସାବିତ୍ରୀ ଯଜ୍ଞ ଆରମ୍ଭିଲେ ।।
ଅଠର ବର୍ଷ ଅବିରତ । ଚାଲିଲା ହୋମାହୁତି ମନ୍ତ୍ର ।।
ପୂର୍ଣ୍ଣାହୁତିର ପୂର୍ବ ନିଶି । ସପନେ ରାଣୀ ହେଲେ ଖୁସି ।।