"ଭଜନ ମାଳା/ଆହେ ନୀଳ ଶଇଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୨୨ କ ଧାଡ଼ି:
 
ଘୋରବନେ ମୃଗୁଣୀକି ପଡ଼ିଥିଲା କଷଣ ।
କେଡ଼େ ବଡ଼ ବିପତ୍ତିରୁ ରକ୍ଷାକଲ ଆପଣ ।୪।।୩।
 
କୁରୁସଭା ତଳେ ଶୁଣି ଦ୍ରୌପଦୀର ଜଣାଣ ।
କୋଟି ବସ୍ତ୍ର ଦେଇ ହେଳେ ଲଜ୍ଜା କଲ ବାରଣ ।୫।।୪।
 
ରାବଣର ଭାଇ ବିଭୀଷଣ ଗଲା ଶରଣ ।
ଶରଣ ସମ୍ଭାଳି ତାଙ୍କୁ ଲଙ୍କେ କଲ ରାଜନ ।୬।।୫।
 
ପ୍ରହଲ୍ଲାଦ ପିତା ସେ ଯେ ବଡ଼ ଦୁଷ୍ଟ ଦାରୁଣ ।
ସ୍ତମ୍ଭରୁ ବାହାରି ତାକୁ ବିଦାରିଲ ତକ୍ଷଣ ।୭।।୬।
 
କହେ ସାଲବେଗ ହୀନ ଜାତିରେ ମୁଁ ଯବନ ।
ଶ୍ରୀରଙ୍ଗାଚରଣ ତଳେ ରଖ କରୁଅଛି ଜଣାଣ ।୮।।୭।
</poem>
</center>