"ଓଡ଼ିଆ ଭାଗବତ/୧୩" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"= '''ତ୍ରୟୋଦଶ ସ୍କନ୍ଧ''' = ନାରାୟଣଂ ନମସ୍କୃତ୍ୟଂ ନରଂ ଚୈ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧୩ କ ଧାଡ଼ି:
ଯୋଗୀଜନ ରଞ୍ଜିବା ପାଇଁ । ନିଶ୍ଚଳେ ବସିଛ ଗୋସାଇଁ ।। ୦୨ <br />
ବ୍ରହ୍ମଜ୍ଞାନୀଙ୍କ ଗର୍ବ ଚୂରି । ତେଣୁ ବୋଲାଉ ବ୍ରହ୍ମଚାରୀ ।।୦୩ <br />
ଅଷ୍ଟାଙ୍ଗ ଯୋଗ ସାଧିବାରେ । ନିଶ୍ଚଳ ଆତ୍ମା ଲୟଦ୍ୱାରେ ।।୦୪<br />
ପଚିଶ ପ୍ରକୃତିକୁ ସାଧି । ପଞ୍ଚମନକୁ ହୃଦେ ରୁନ୍ଧି ।।୦୫
ପଞ୍ଚାଶ ପବନ ରୁନ୍ଧନେ । ଇନ୍ଦ୍ରିୟ ରୋଧ ସମାପନେ ।।୦୬