"ଓଡ଼ିଆ ଭାଗବତ/୧୩" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୮୮ କ ଧାଡ଼ି:
ଅବ୍ୟକ୍ତ ଅନିତ୍ୟ ଯେ ସେହି । ଘର ବାହାରେ ପ୍ରକାଶଇ ।।୭୬

ଯହୁଁ ଆସଇ ତହିଁ ଲୀନ । ନୁହଁଇ ବସ୍ତୁ ମହାଶୂନ୍ୟ ।।୭୭

ଘଟେ ଚେତନା ସ୍ଥାନ ସେହି । ବିକୁଣ୍ଠା ନାମ ତାର କ‌ହି ।।୭୮

ଏଣୁ ମୁଁ ବିକୁଣ୍ଠା କୁମର । ତେଣୁ ବୈକୁଣ୍ଠ ନାମ ମୋର ।।୭୯

ଏ ଦେହ ଅନ୍ତେ ମୁହିଁ ଯିବି । ବିକୁଣ୍ଠା ବ୍ରହ୍ମରେ ମିଶିବି ।।୮୦

ଚତୁର୍ଦ୍ଦଶ ପ୍ରଳୟ ଯେବେ । ପଶନ୍ତି ବିରାଟର ଗର୍ଭେ ।।୮୧

ବିରାଟ ପ୍ରଳୟର କାଳେ । ପଶଇ ମୋର ନାଭିମୂଳେ ।।୮୨

ସକଳ ପ୍ରଳୟରେ ଯାଇ । ମୁହିଁ