Content deleted Content added
"ମାର୍ଚ୍ଚ ୮କୁ ସାରା ବିଶ୍ୱରେ ଆନ୍ତର୍ଜାତିକ ମହିଳା ଦ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧ କ ଧାଡ଼ି:
==ଆନ୍ତର୍ଜାତିକ ମହିଳା ଦିବସ ୨୦୧୫ ଗଣ-ସମ୍ପାଦନା==
ମାର୍ଚ୍ଚ ୮କୁ ସାରା ବିଶ୍ୱରେ ଆନ୍ତର୍ଜାତିକ ମହିଳା ଦିବସ ଭାବେ ପାଳନ କରାଯାଏ । ମାର୍ଚ୍ଚ ମାସ ସାରା ମହିଳା ଇତିହାସ ମାସ ପାଳନ, ଜଗତରେ ମହିଳାମାନଙ୍କ ସମାଜକୁ ଅବଦାନ ପାଇଁ ଅଧୁନା ପାଳିତ ହେଉଛି । ଓଡ଼ିଆ ଉଇକିପିଡ଼ିଆରେ ଏହି ମାସ ଯାକ ମହିଳାଙ୍କ ବିଷୟରେ ନୂଆ ପ୍ରସଙ୍ଗ ଲିଖନ ଓ ପୁରୁଣା ଲେଖା ସୁଧାରିବାର ପ୍ରଚେଷ୍ଠା କରାଯିବ । ଆପଣ ଏଥିରେ ଭାଗ ନେଇ ମହିଳାମାନଙ୍କ ବାବଦରେ କୌଣସି ବିଷୟରେ ଲେଖିବାକୁ ଇଚ୍ଛୁକ ଥିଲେ [https://or.wikipedia.org/s/sag ତଳେ ନିଜ ନାମ ଲେଖାନ୍ତୁ] । --[[ବ୍ୟବହାରକାରୀ:Saileshpat|Saileshpat]] ([[ବ୍ୟବହାରକାରୀଙ୍କ ଆଲୋଚନା:Saileshpat|ମୋ ଆଲୋଚନା]]) ୧୩:୩୦, ୭ ମାର୍ଚ୍ଚ ୨୦୧୫ (IST)